ବିଶେଷ ଖବର ରାଜ୍ୟ ସ୍ତରୀୟ ପୋଷଣ ପକ୍ଷ-2025 ପାଳନ, ନୂତନ ପ୍ରଶିକ୍ଷାର୍ଥୀ ନିବାସ, ତାଲିମ ଗୃହ ଉଦ୍ଘାଟିତ ଭୁବନେଶ୍ବର: ସମୃଦ୍ଧ ଓଡିଶା ଗଠନ ପାଇଁ ଓଡିଶାକୁ କୁପୋଷଣ ମୁକ୍ତ କରିବା ଆମର ପ୍ରାଥମିକତା । ଏଥିପାଇଁ ଅନେକ ଫଳପ୍ରଦ ଯୋଜନା କରାଯାଇଛି। ତେବେ ଏହାର ସଫଳତା…