ରାଜ୍ୟ ଖବର Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର Road Accident: ଆଜି ଝାରସୁଗୁଡାଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଏଥିରେ ୫ ଜଣ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇପଡିଛନ୍ତି।…