ଆଜିର ଖବର ୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଆଜି ବିପଣନ ଋତୁ ୨୦୨୬-୨୭ ପାଇଁ କଞ୍ଚାମାଲ ଝୋଟର ସର୍ବନିମ୍ନ ସହାୟକ…