ଆଜିର ଖବର ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ୍ ପ୍ରକଳ୍ପରେ ଟନେଲ ସଂଯୋଗ କ୍ଷେତ୍ରରେ ଆଉ ଏକ ମାଇଲ ଖୁଣ୍ଟ ହାସଲ ଭୁବନେଶ୍ଵର: ଟନେଲ ସଂଯୋଗ କାର୍ଯ୍ୟରେ ପୂର୍ବତଟ ରେଳପଥ ଆଉ ଏକ ମାଇଲ ଖୁଣ୍ଟ ଅତିକ୍ରମ କରିଛି। ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲିଙ୍କ୍ ପ୍ରକଳ୍ପ (301 କିଲୋମିଟର) ନିର୍ମାଣ…