ଆଜିର ଖବର ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ଟଳିଲେ ୧୩ ନକ୍ସଲ ମୁମ୍ବାଇ: ମହାରାଷ୍ଟ୍ରର ଗଢଚିରେଲିରେ ସୁରକ୍ଷାକର୍ମୀଙ୍କ ସହ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଗଢଚିରେଲି ଜଙ୍ଗଲରେ ମହାରାଷ୍ଟ୍ର ପୋଲିସର ସି୬୦ କମାଣ୍ଡୋ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି…