ଆଞ୍ଚଳିକ ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଟାଙ୍ଗୀ ବ୍ଲକ୍ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ପାରମାର ସ୍ମିଥ ପାରୁଶୋତ୍ତମ୍ ଦାସଙ୍କ…