ଆଜିର ଖବର ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର ଭୁବନେଶ୍ୱର: ରେଡକ୍ରସ କଟକ ସହାୟତାରେ ତଥା ଦୂରସଞ୍ଚାର ମହିଳା କଲ୍ୟାଣ ସଂଗଠନ (ଟିଡବ୍ଲୁଡବ୍ଲୁଓ) ର ମିଳିତ ଆନୁକୂଲ୍ୟରେ ଭାରତ ସଂଚାର ନିଗମ ଲିମିଟେଡ୍ (ବିଏସଏନଏଲ) ଓଡ଼ିଶା ପରିମଣ୍ଡଳ…