ଆଜିର ଖବର କେନ୍ଦ୍ରକୁ ଟୀକା ପାଇଁ ପୁଣି ଚିଠି ଲେଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ: ପ୍ରତିକ୍ରିୟା ରଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଭୁବନେଶ୍ବର: ପୁଣି କେନ୍ଦ୍ର ସରକାରକୁ ଚିଠି ଲେଖି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଟୀକା ମାଗିଛନ୍ତି। ୧୦ ଦିନ ପାଇଁ ପ୍ରାୟ ୨୫ ଲକ୍ଷ ଟୀକା ମାଗିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ।…