ଆଜିର ଖବର ଟ୍ରମ୍ପଙ୍କ ଟୁଇଟର ଆକାଉଣ୍ଟ ବନ୍ଦ ପରେ ମୋଦି ହେଲେ ବିଶ୍ବର ସର୍ବାଧିକ ଫଲୋ କରୁଥିବା ନେତା ନୂଆଦିଲ୍ଲୀ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆକାଉଣ୍ଟକୁ ଟୁଇଟର ବନ୍ଦ କରି ଦେବା ପରେ ବର୍ତ୍ତମାନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେହି ସ୍ଥାନ ନେଇଛନ୍ତି ।…