ଅନ୍ତରାଷ୍ଟ୍ରୀୟ ଦୁବାଇର ଟେକ୍ ଇଭେଂଟ୍ରେ ସୋଆର ଷ୍ଟାର୍ଟ -ଅପ୍ ପୁରସ୍କୃତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରାୟୋଜିତ ଟେକ୍ ଷ୍ଟାର୍ଟ -ଅପ୍ “ୱିୱେର୍” ଦୁବାଇରେ ସୁପର୍ନୋଭା ଚ୍ୟାଲେଞ୍ଜ ଟାଇଟଲ୍ ହାସଲ କରିଛି। ଦୁବାଇ ଠାରେ ବିଶ୍ୱର ସବୁଠାରୁ…