ଆଜିର ଖବର ନୂଆଦିଲ୍ଲୀରେ ଆଇଆଇଟି ମାଡ୍ରାସର ‘ଟେକ୍ନୋଲୋଜି ସମିଟ୍ -୨୦୨୬’ରେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ: ଲୋକଙ୍କ ସମସ୍ୟା ଦୂର କରିବା ହିଁ ପ୍ରକୃତ ଇନୋଭେସନ୍। କାଗଜପତ୍ର, ପେଟେଣ୍ଟ କିମ୍ବା ଆଇପିଓ ମାଧ୍ୟମରେ ପ୍ରଗତିକୁ ମାପିବାର ସମୟ ଏବେ ଶେଷ ହୋଇଛି ବୋଲି ଆଜି…