ବିଶେଷ ଖବର କେନ୍ଦୁଝରରେ ୧୦୦ କୋଟିର ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର/କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଶିଳ୍ପ ବିବିଧତା ଏବଂ ଡିଜିଟାଲ୍ ଭିତ୍ତିଭୂମି ବିକାଶରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ ଯୋଡି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ…