ଆଜିର ଖବର ରାୟଗଡା ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଟେଣ୍ଡର ଆହ୍ୱାନ ଭୁବନେଶ୍ଵର: ଆଞ୍ଚଳିକ ଭିତ୍ତିଭୂମି କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ବିକାଶକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ରାୟଗଡା ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ ଟେଣ୍ଡର ଆହ୍ୱାନ କରିଛି।…