ଆଜିର ଖବର ଭୁବନେଶ୍ବର ଓ ପୁରୀ ରେଳ ଷ୍ଟେସନର ହେବ ପୁନଃବିକାଶ; କଟକ ପାଇଁ ଟେଣ୍ଡର ପ୍ରକ୍ରିୟା ଜାରି ଭୁବନେଶ୍ଵର: ଦେଶର ପ୍ରମୁଖ ରେଳ ଷ୍ଟେସନଗୁଡ଼ିକର ପୁନଃବିକାଶ କାର୍ଯ୍ୟକୁ ତ୍ବରାନ୍ବିତ କରିଛି ରେଳ ମନ୍ତ୍ରଣାଳୟ। ଯାତ୍ରୀମାନଙ୍କୁ ଆଧୁନିକ ସୁବିଧାସୁଯୋଗ ଯୋଗାଇ ଦେବା ଲାଗି ବର୍ତ୍ତମାନ ଭାରତୀୟ ରେଳବାଇର…