ଆଜିର ଖବର ଘରେ ବସି ଏମସ ଡାକ୍ତରଙ୍କ ପରାମର୍ଶ ନେବାକୁ ଚାହୁଛନ୍ତି କି ? ଟିପି ରଖନ୍ତୁ ଏହି ଡାକ୍ତରଙ୍କ ନମ୍ବର ଭୁବନେଶ୍ବର, ବର୍ତ୍ତମାନ କରୋନା ସମୟରେ ସାଧାରଣ ରୋଗୀମାନେ ମଧ୍ୟ ବେଶ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଅନ୍ୟ ରୋଗୀମାନେ ଡାକ୍ତରଖାନା ଯିବକୁ ଭୟ କଲେଣି। ତେବେ…