ଆଜିର ଖବର ଆସନ୍ତା ୧୭ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ଭୁବନେଶ୍ଵର: ଟ୍ରଫଲାଇନ୍ ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଭୁବନେଶ୍ବରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା…