ଆଜିର ଖବର ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ (ଆଇ. ଭି. ଏଫ୍. ଆର୍. ଟି.) ଯୋଜନାକୁ ୨୦୨୬…