ଜାତୀୟ ଖବର ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଭୁବନେଶ୍ବର ଦେଇ ଯାଉଥିବା ପାଞ୍ଚୋଟି ସ୍ବତନ୍ତ୍ର ଟ୍ରେନର ସମୟ ପରିବର୍ତ୍ତନ ନୂଆଦିଲ୍ଲୀ, ଦକ୍ଷିଣ ରେଳ ପରିସୀମା ମଧ୍ୟରେ କିଛି ସ୍ୱତନ୍ତ୍ର ଟ୍ରେନର ସମୟ ସଂଶୋଧନ କରିବାକୁ ରେଳ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। ପୂର୍ବତଟ ରେଳପଥ ପରିସୀମା ମଧ୍ୟ ଦେଇ…