ଟ୍ରେନ୍ ସେବା ବାତିଲ

ଭୁବନେଶ୍ୱର: ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନସ୍ଥ କେନ୍ଦୁଆପଦା–ଭଦ୍ରକ–କଟକ ସେକ୍ସନରେ ୩ୟ ଲାଇନ୍ କମିଶନିଂ ପାଇଁ କେନ୍ଦୁଆପଦା ଷ୍ଟେସନରେ ଚାଲିଥିବା ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପରିପ୍ରେକ୍ଷୀରେ, କାର୍ଯ୍ୟର…