ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ଠିକା ନିଯୁକ୍ତି ଉଚ୍ଛେଦ ପାଇଁ ବାହାରିଲା ବିଜ୍ଞପ୍ତି, ସମସ୍ତେ ଖୁସ ଭୁବନେଶ୍ୱର: ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ। ଏପରି ଦିନରେ ସାଧାରଣ ପ୍ରଶାସନ…