ଆଜିର ଖବର ଜନ୍ମବାର୍ଷିକୀରେ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ, ‘ମହାନ ରାଷ୍ଟ୍ରବାଦୀ ଚିନ୍ତକ,…