ଆଜିର ଖବର ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର ‘ଲାଗେ ପ୍ରେମ ନଜର’ ଓଡ଼ିଆ ମନୋରଞ୍ଜନ ଜଗତର ଅଗ୍ରଣୀ ଚ୍ୟାନେଲ ଜୀ ସାର୍ଥକ ପକ୍ଷରୁ ଦର୍ଶକଙ୍କ ପାଇଁ ଭେଟି ଦିଆଯାଉଛି ଏକ ହୃଦୟସ୍ପର୍ଶୀ ପାରିବାରିକ ଚଳଚ୍ଚିତ୍ର ‘ଲାଗେ ପ୍ରେମ ନଜର’। ଏପ୍ରିଲ୍…