ଆଜିର ଖବର ରେଳ ନିରାପତ୍ତା ବୃଦ୍ଧି ପାଇଁ ଏଆଇ ସଞ୍ଚାଳିତ ରୋବଟିକ୍ ସୁରକ୍ଷା ପ୍ଲାଟଫର୍ମ “ଡିଏସ୍ସି ଅର୍ଜୁନ” ର ଶୁଭାରମ୍ଭ ଭୁବନେଶ୍ୱର: ଉନ୍ନତ ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ରେଳ ସୁରକ୍ଷାକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପୂର୍ବ ତଟ ରେଳପଥର ରେଳ ସୁରକ୍ଷା ବଳ (ଆରପିଏଫ)…