ବିଶେଷ ଖବର ପ୍ରଧାନମନ୍ତ୍ରୀଙ୍କ ଜି-୨୦ ଡିଜିଟାଲ ଅର୍ଥବ୍ୟବସ୍ଥା ମନ୍ତ୍ରୀ ସମୂହ ବୈଠକରେ ଉଦ୍ବୋଧନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୧୯-୦୮-୨୦୨୩) ବେଙ୍ଗାଲୁରୁଠାରେ ଆରମ୍ଭ ହୋଇଥିବା ଜି-୨୦ ଡିଜିଟାଲ ଅର୍ଥବ୍ୟବସ୍ଥା ମନ୍ତ୍ରୀ ସମୂହ ବୈଠକକୁ ଆଭାସୀ ଜରିଆରେ ସମ୍ବୋଧନ କରିଛନ୍ତି। ସମ୍ମିଳିତ…