ଆଜିର ଖବର କରୋନା ଡେଲଟା ପ୍ଲସ ଭାରିଆଣ୍ଟକୁ ନିୟନ୍ତ୍ରଣ କରିବା ପାଇଁ 3ଟି ରାଜ୍ୟକୁ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ ନୂଆଦିଲ୍ଲୀ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ମଧ୍ୟପ୍ରଦେଶ, କେରଳ ଏବଂ ମହାରାଷ୍ଟ୍ରର ମୁଖ୍ୟ ସଚିବମାନଙ୍କୁ ଡେଲଟା ପ୍ଲସ୍ ଭାରିଆଣ୍ଟ ନିୟନ୍ତ୍ରଣ ପାଇଁ ଦେଲେ ନିର୍ଦ୍ଦେଶ। ଯେଉଁ…