ଜାତୀୟ ଖବର ଢେଙ୍କାନାଳର ବିଭିନ୍ନ ସ୍ଥାନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, ଖୋଲିଲେ ବିଜେପି ମୁଖା ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରି ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ,…