ଆଞ୍ଚଳିକ ଚିଲିକା କରୋନା ଅପଡେଟ୍: ଆଜି ତଳମୁହାଁ ସଂକ୍ରମଣ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ତଳମୁହାଁ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…