ବିଶେଷ ଖବର ସବ୍ ରେଜିଷ୍ଟାର ଓ ତହସିଲ ଅଫିସରେ ସେବାରେ ଅଧିକ ଉନ୍ନତି ଆଣିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ମୋ ସରକାରର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ…