ଆଜିର ଖବର କରୋନାରେ ଭଲ କାମ କରିଥିବାରୁ ପଞ୍ଚାୟତ ପ୍ରତିନିଧୀଙ୍କୁ ତାରାତାରିଣୀ ଭୋଗ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଆଜି ଗଞ୍ଜାମ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ତାରାତରିଣୀ ମନ୍ଦିରରେ ଭେଟି ମାଙ୍କ ପ୍ରସାଦ ବାଣ୍ଟି ଥିଲେ…