ଆଞ୍ଚଳିକ ବାଣପୁର ଗାଲୁଆ ଗ୍ରାମ ପଞ୍ଚାୟତରେ “ତାଲୁକ ଆଇନ ସହାୟତା କମିଟ” ଦ୍ବାରା ଆଇନ ସାକ୍ଷରତା ଏବଂ ସଚେତନତା ଶିବିର ଅନୁଷ୍ଠିତ ବାଣପୁର: ସାଧରଣ ଜନତାଙ୍କ ଆଇନ ସହାୟତା ପାଇଁ ଆଂଚଳିକ ସମସ୍ତ ନ୍ୟାୟାଳୟରେ ସିନିୟର ଜଜଙ୍କ ତତ୍ତ୍ବାବଧାନରେ ତାଲୁକ ଲିଗାଲ କମିଟି ଗଠନ କରାଯାଇଛି। ସେହି କମିଟିରେ ଆଇନଜୀବି…