ଆଜିର ଖବର ତିରୁପଥୁରରେ ସଡକ ଦୁର୍ଘଟଣାରେ ହୋଇଥିବା ଜୀବନହାନୀ ପାଇଁ ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ତାମିଲନାଡୁର ତିରୁପାଥୁରରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ଜୀବନହାନୀ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମଧ୍ୟ ପିଏମଏନଆରଏଫ ରୁ…