ଜାତୀୟ ଖବର ୫୦ କୋଟି ଟଙ୍କା ପୁରୁଣା ନୋଟକୁ ନେଇ ଚିନ୍ତାରେ ତିରୂପତି ମନ୍ଦିର, ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖିଲେ ମିଳୁନି ଉତ୍ତର ତିରୂପତି, ଆନ୍ଧ୍ର ପ୍ରଦେଶସ୍ଥିତ ବିଶ୍ୱ ପ୍ରସିଦ୍ଧ ତିରୂପତି ମନ୍ଦିର ଦାନ ବାକ୍ସରୁ ୫୦ କୋଟି ଟଙ୍କାର ପୁରୁଣା ନୋଟ ମିଳିଛି। ଏହି ନୋଟଗୁଡିକ ଭକ୍ତମାନେ ପ୍ରଦାନ କରିଛନ୍ତି।…