ଆଜିର ଖବର ‘କାଳିଆ ଯୋଜନା’ର ତୃତୀୟ କିସ୍ତି: ଆଜି ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ‘କାଳିଆ ଯୋଜନା’ର ତୃତୀୟ କିସ୍ତି ଚାଷୀଙ୍କ ଆକାଉଣ୍ଟରେ ଜମା ହେବ। ଓଡ଼ିଶା ସରକାର ୫୩ ଲକ୍ଷ ଚାଷୀଙ୍କୁ ଡିବିଟି ଜରିଆରେ ୧୨ ଶହ କୋଟି ଟଙ୍କା…