ତୃତୀୟ ଟୀକା

ନୂଆଦିଲ୍ଲୀ: ଋଷ ଟୀକା ସ୍ପୁଟନିକ-୫ ର ଭାରତରେ ବ୍ୟବହାର ପାଇଁ ମଞ୍ଜୁରୀ ମିଳିଥିବା ସୂଚନା ରହିଛି। ଆଜି ବିଶେଷଜ୍ଞଙ୍କ ଏକ କମିଟିର ବୈଠକରେ ଏହି ନିଷ୍ପତ୍ତି ହୋଇଥିବା କୁହାଯାଉଛି।…