ଆଜିର ଖବର ତୃତୀୟ ତ୍ରୈମାସିକରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନେଟ ଲାଭରେ ୧୦.୯ ପ୍ରତିଶତ ବୃଦ୍ଧି ଭୁବନେଶ୍ୱର: ଭାରତର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଅକ୍ଟୋବରରୁ ଡିସେମ୍ବର ୨୦୨୩…