ଆଜିର ଖବର ଆସନ୍ତା ୨୯ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ଜାତୀୟ ଶିକ୍ଷା ନୀତିର ତୃତୀୟ ବାର୍ଷିକୀ ସମାରୋହ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୯ ତାରିଖରେ ନୂଆଦିଲ୍ଲୀର ପ୍ରଗତି ମୈଦାନ ସ୍ଥିତ ଆଇଟିପିଓ ଠାରେ ଦ୍ୱିତୀୟ ଅଖିଳ ଭାରତୀୟ ଶିକ୍ଷା ସମାଗମକୁ ଉଦଘାଟନ କରିବେ।…