ଆଜିର ଖବର ବିଜେଡିରେ ସାମିଲ ହେଲେ ନିମାପଡ଼ା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି କର୍ମୀ ଭୁବନେଶ୍ୱର: ପୁରୀ ଜିଲ୍ଲା ନିମାପଡ଼ା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି କର୍ମୀ ତେରୁଣ୍ଡିଆ ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ରାମଚନ୍ଦ୍ର ନାୟକ ଓ ପୂର୍ବତନ ନାଏବ ସରପଞ୍ଚ ନୃସିଂହ ଚନ୍ଦ୍ର…