ତେଲେଙ୍ଗାନାରେ ମାଓବାଦୀ

ହାଇଦ୍ରାବାଦ, ତେଲେଙ୍ଗାନାର ଭଦ୍ରାଦ୍ରି କୋଥାଗୁଡେମ ଜିଲ୍ଲାରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଯୋଗୁଁ ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ପୋଲିସ କହିଛି। ଛତିଶଗଡ ସୀମାରେ…