ଆଜିର ଖବର ରିଲାଏନ୍ସ ଜିଓର ତୃତୀୟ ତ୍ରୟମାସ ନେଟ୍ ଲାଭ ୨୮.୩ ପ୍ରତିଶତ ବୃଦ୍ଧି ସହ ୪୬୩୮କୋଟି ଟଙ୍କା ଭୁବନେଶ୍ୱର: ଦେଶର ସର୍ବବୃହତ ଦୂରସଂଚାର କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ଆଜି ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୟମାସ ପାଇଁ ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଅକ୍ଟୋବରରୁ…