ଆଜିର ଖବର ସିଙ୍ଗାପୁର ରାଷ୍ଟ୍ରପତି ନିର୍ବାଚନ ଜିତିଥିବା ଥର୍ମନ ଶନମୁଗରତ୍ନମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସିଙ୍ଗାପୁର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଥର୍ମନ ଶନମୁଗରତ୍ନମଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ସିଙ୍ଗାପୁର ରାଷ୍ଟ୍ରପତି…