ଥାନା

ଭୁବନେଶ୍ବର: ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି ଏବଂ ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି…