ଆଜିର ଖବର ନୟାଗଡ଼ ଜିଲ୍ଲା କାରାଗାର ଅନ୍ତେବାସୀଙ୍କୁ ବିଭିନ୍ନ ଦକ୍ଷତା କୌଶଳ ତାଲିମ ପ୍ରଦାନ ନୟାଗଡ଼: ଜିଲ୍ଲା କାରାଗାର ନୟାଗଡ଼ ଠାରେ ଜେଲ ଅନ୍ତେବାସୀମାନଙ୍କ ପାଇଁ ଏକ ବିଶେଷ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ନୟାଗଡ଼ ଜିଲ୍ଲାପାଳ…