ଆଜିର ଖବର ସ୍ବାମୀଙ୍କୁ ମାଗିଲେ ଫୋନ୍, ନ ଦେବାରୁ ନିଆଁ ଲଗାଇ ଆତ୍ମହତ୍ୟା କଲେ ସ୍ତ୍ରୀ ନୂଆଦିଲ୍ଲୀ : ଦକ୍ଷିଣ ଦିଲ୍ଲୀ ଅଞ୍ଚଳଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସାମାନ୍ୟ ମୋବାଇଲ ଫୋନ୍ ପାଇଁ ଜଣେ ମହିଳା ଜୀବନ ଦେଇଛନ୍ତି ।…