‘ଦକ୍ଷିଣପଥ ସମ୍ମିଳନୀ’

ଚେନ୍ନାଇ: ‘ଦକ୍ଷିଣପଥ ସମ୍ମିଳନୀ’ ଭାରତର ଆହ୍ୱାନ ଗୁଡ଼ିକର ସମାଧାନ ପାଇଁ ନୂତନ ଚିନ୍ତାଧାରା ବିକଶିତ କରିବ ଏବଂ ଆମର ଯୁବବର୍ଗଙ୍କୁ ବିଶ୍ୱ କଲ୍ୟାଣର ଉତପ୍ରେରକ ଭାବରେ ଉଭା କରାଇବ…