ଆଜିର ଖବର ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ, ଅଳ୍ପକେ ବର୍ତ୍ତିଲା ଶିଶୁ କନ୍ୟା ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କବିସୂର୍ଯ୍ୟ ନଗର ଥାନା ଅର୍ନ୍ତଗତ ବୁଢାମ୍ବ ଠାରୁ ଅନତି ଦୂରରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଯେଉଁଥିରେ ଦମ୍ପତିଙ୍କ ମୃତ୍ୟୁ…