ଆଞ୍ଚଳିକ ଚୌକିକୁ ନେଇ ଦୁଇ ଅଧିକାରୀଙ୍କ ମଧ୍ୟରେ କଳି, ସରକାରୀ କାର୍ଯ୍ୟରେ ବିଶୃଙ୍ଖଳା କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ବ୍ରହ୍ମପୁର ପୁର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ଦିଗପହଣ୍ଡି ଉପଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟରେ ଚୌକି କଳି ଲାଗିଥିବା ଖବର ଦାଣ୍ଡରେ…