ଆଜିର ଖବର ଭୁବନେଶ୍ୱର ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କ ଯୋଗଦାନ ଭୁବନେଶ୍ୱର: ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଭାବେ ଦିଲ୍ଲୀପ କୁମାର ମହାପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ କୁମାର ସ୍ୱାଇଁଙ୍କ ଠାରୁ ଶ୍ରୀ ମହାପାତ୍ର…