ଆଜିର ଖବର ତିହାର ଜେଲର ବାଥରୁମରେ ପଡ଼ି ଗୁରୁତର ହେଲେ ସତ୍ୟେନ୍ଦ୍ର ଜୈନ: ଡାକ୍ତରଖାନାରେ ଭର୍ତ୍ତି ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଗୁରୁବାର ପୁଣି ଥରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅସୁସ୍ଥତା ଅଭିଯୋଗ ପାଇବା ପରେ ତାଙ୍କୁ ପଶ୍ଚିମ ଦିଲ୍ଲୀର ଦୀନ୍…