ଆଞ୍ଚଳିକ ବାଲୁଗାଁ: ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ବିଜେଡି ପକ୍ଷରୁ ଦୀପ ଦାନ ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ସଂନ୍ଧ୍ୟାରେ ବାଲୁଗାଁ ଉତ୍ତରାୟଣୀ ମନ୍ଦିର ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀର୍ଘାୟୁ କାମନା କରି ବିଜେଡି ପକ୍ଷରୁ ସାମୁହିକ ଦୀପ ଦାନ…