ଆଜିର ଖବର ଆଜିଠାରୁ ୧୪ ଦିନ ପର୍ଯ୍ୟନ୍ତ ମାସ୍କ ଅଭିଯାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ: ନିୟମ ନମାନିଲେ ଦୁଇଗୁଣା ଜରିମାନା ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡ଼ର ଦ୍ୱିତୀୟ ଲହର ଆରମ୍ଭ ହୋଇଯାଇଛି। ପୂର୍ବ ଅପେକ୍ଷା…